PM & CM

ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ ୨୦୨୫

30-08-2025 to 01-09-2025

ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଲୋକକଳା ସଂଘର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ ୨୦୨୫ ଅଗଷ୍ଟ ୩୦ ତାରିଖରୁ ସେପ୍ଟେମ୍ବର ୦୧ ତାରିଖ ପର୍ଯ୍ୟନ୍ତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଅବସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଅନୁଷ୍ଠିତ ହୋଇଥିଲା।

ପଣ୍ଡିତ୍ ଭୁବନେଶ୍ୱର ମିଶ୍ରଙ୍କ ୯୮ ତମ ଜୟନ୍ତୀ ସମାରୋହ

15-07-2025

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରଖ୍ୟାତ ସଙ୍ଗୀତ ସଂଯୋଜକ ତଥା ବେହେଲା ବାଦକ ପଣ୍ଡିତ୍ ଭୁବନେଶ୍ୱର ମିଶ୍ରଙ୍କ ୯୮ ତମ ଜୟନ୍ତୀ ସମାରୋହ ତା ୧୫.୦୭.୨୦୨୫ ରିଖ ସନ୍ଧ୍ୟାରେ ଉତ୍କଳ ରଙ୍ଗମଞ୍ଚରେ ଆୟୋଜିତ ହୋଇଯାଇଅଛି

Guhari 2025 // ଗୁହାରି ୨୦୨୫

01-07-2025 to 03-07-2025

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ - ଗୁହାରି ୨୦୨୫

Odissi Sandhya // ଓଡିଶୀ ସନ୍ଧ୍ୟା

01-07-2025 to 03-07-2025

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଓଡିଶୀ ସଙ୍ଗୀତ ଓ ନୃତ୍ୟ ଭିତ୍ତିକ କାର୍ଯ୍ୟକ୍ରମ " ଓଡିଶୀ ସନ୍ଧ୍ୟା " ତା. ୩୦.୦୫.୨୦୨୫ ରିଖ ସନ୍ଧ୍ୟା ୬ ଘଟିକା ସମୟରେ ଏହାର ନିଜସ୍ୱ ପ୍ରେକ୍ଷାଳୟ ଉତ୍କଳ ରଙ୍ଗମଞ୍ଚରେ ଆୟୋଜିତ ହୋଇଯାଇଛି